Daniel 6:17 — Compare Translations
5 translations compared side by side
Odia - 1840
"ପୁଣି ଏକ ବଡ ପଥର ଆଣାୟାଇ ଗର୍ତ୍ତ ମୁଖ ରେ ରଖାଗଲା। ପୁଣି ରାଜା ନିଜର ମୁଦ୍ରା ରେ ଓ ନିଜ ଅମାତ୍ଯଗଣଙ୍କ ମୁଦ୍ରା ରେ ତାହା ଅଙ୍କିତ କଲା। ଏହା କରାଗଲା କାରଣ ସହେି ଦାନିୟେଲଙ୍କୁ ଗର୍ତ୍ତରୁ ବାହାର କରିବାକୁ ପଥର ଘୁଞ୍ଚାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏକ ପଥର ଅଣାଯାଇ ଗର୍ତ୍ତ ମୁଖରେ ଥୁଆଗଲା; ଆଉ, ଦାନିୟେଲଙ୍କ ବିଷୟରେ ଯେପରି କୌଣସି ପରିବର୍ତ୍ତନ ନ ହେବ, ଏଥିପାଇଁ ରାଜା ଆପଣାର ମୁଦ୍ରାରେ ଓ ଆପଣା ଅମାତ୍ୟଗଣର ମୁଦ୍ରାରେ ତାହା ଅଙ୍କିତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଏକ ବଡ଼ ପଥର ଅଣାଯାଇ ଗର୍ତ୍ତ ମୁଖରେ ରଖାଗଲା। ପୁଣି ରାଜା ନିଜର ମୁଦ୍ରାରେ ଓ ନିଜ ଅମାତ୍ୟଗଣଙ୍କ ମୁଦ୍ରାରେ ତାହା ଅଙ୍କିତ କଲା। ଏହା କରାଗଲା କାରଣ ସେହି ଦାନିୟେଲଙ୍କୁ ଗର୍ତ୍ତରୁ ବାହାର କରିବାକୁ ପଥର ଘୁଞ୍ଚାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏକ ପଥର ଅଣାଯାଇ ଗର୍ତ୍ତ ମୁଖରେ ଥୁଆଗଲା; ଆଉ, ଦାନିୟେଲଙ୍କ ବିଷୟରେ ଯେପରି କୌଣସି ପରିବର୍ତ୍ତନ ନ ହେବ, ଏଥିପାଇଁ ରାଜା ଆପଣାର ମୁଦ୍ରାରେ ଓ ଆପଣା ଅମାତ୍ୟଗଣର ମୁଦ୍ରାରେ ତାହା ଅଙ୍କିତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏକ ପଥର ଅଣାଯାଇ ଗର୍ତ୍ତ ମୁଖରେ ଥୁଆଗଲା; ଆଉ, ଦାନିୟେଲଙ୍କ ବିଷୟରେ ଯେପରି କୌଣସି ପରିବର୍ତ୍ତନ ନ ହେବ, ଏଥିପାଇଁ ରାଜା ଆପଣାର ମୁଦ୍ରାରେ ଓ ଆପଣା ଅମାତ୍ୟଗଣର ମୁଦ୍ରାରେ ତାହା ଅଙ୍କିତ କଲା।