Daniel 6:18 — Compare Translations

5 translations compared side by side

Odia - 1840
"ତା'ପ ରେ ରାଜା ଆପଣା ପ୍ରାସାଦକୁ ୟାଇ ଉପବାସ ରେ ରାତ୍ରି ୟାପନ କଲେ। ଆଉ ବାଦ୍ଯ ୟନ୍ତ୍ର ବଜାଇ ତାଙ୍କ ଆଗକୁ ଆସିବାକୁ କାହାରିକୁ ଅନୁମତି ମିଳିଲା ନାହିଁ। ରାତ୍ରିସାରା ସେ ଉଜାଗର ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ଆପଣା ପ୍ରାସାଦକୁ ଯାଇ ଉପବାସରେ ରାତ୍ରି ଯାପନ କଲେ। ଆଉ ବାଦ୍ୟଯନ୍ତ୍ର ବଜାଇ ତାଙ୍କ ଆଗକୁ ଆସିବାକୁ କାହାରିକୁ ଅନୁମତି ମିଳିଲା ନାହିଁ। ରାତ୍ରିସାରା ସେ ଉଜାଗର ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ରାଜା ଆପଣା ଅଟ୍ଟାଳିକାକୁ ଯାଇ ଉପବାସରେ ରାତ୍ରି କ୍ଷେପଣ କଲା ଓ ବାଦ୍ୟଯନ୍ତ୍ରାଦି ତାହା ନିକଟକୁ ଅଣାଗଲା ନାହିଁ; ଆଉ, ତାହାର ନିଦ୍ରା ନୋହିଲା।