Daniel 6:19 — Compare Translations
5 translations compared side by side
Odia - 1840
"ପରଦିନ ପ୍ରଭାତ ରେ ରାଜା ସିଂହମାନଙ୍କ ଗୁମ୍ଫା ନିକଟରେ ତରବର ହାଇେ ପହଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରଦିନ ପ୍ରଭାତରେ ରାଜା ସିଂହମାନଙ୍କ ଗୁମ୍ଫା ନିକଟରେ ତରବର ହୋଇ ପହଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା।