Daniel 6:2 — Compare Translations
5 translations compared side by side
Odia - 1840
"ସହେି ରାଜା ତିନିଜଣ ତଦାରଖକାରୀଙ୍କୁ ସୁବଦୋର ଉପ ରେ ନିୟୁକ୍ତ କଲେ, ଯେପରି ସମାନେେ ରାଜାଙ୍କୁ ଠକି ନପାରିବେ ଓ କ୍ଷତି ସହି ପାରିବେ। ଏହି ତିନିଜଣ ନିରୀକ୍ଷକ ମଧିଅରେ ଦାନିୟେଲ ଥିଲେ ଅନ୍ୟତମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେହି କ୍ଷିତିପାଳମାନେ ଯେପରି ହିସାବ ଦେବେ ଓ ରାଜାର ଯେପରି କିଛି କ୍ଷତି ନ ହେବ, ଏଥିପାଇଁ ସେମାନଙ୍କ ଉପରେ ତିନି ଜଣ ଅଧ୍ୟକ୍ଷ ନିଯୁକ୍ତ କରିବାକୁ ବିହିତ ବୁଝିଲା; ଏହି ତିନି ଜଣ ମଧ୍ୟରେ ଦାନିୟେଲ ଏକ ଜଣ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାଜା ତିନି ଜଣ ତଦାରଖକାରୀଙ୍କୁ ସୁବେଦାର ଉପରେ ନିଯୁକ୍ତ କଲେ, ଯେପରି ସେମାନେ ରାଜାଙ୍କୁ ଠକି ନ ପାରିବେ ଓ କ୍ଷତି ସହି ପାରିବେ। ଏହି ତିନି ଜଣ ନିରୀକ୍ଷକ ମଧ୍ୟରେ ଦାନିୟେଲ ଥିଲେ ଅନ୍ୟତମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେହି କ୍ଷିତିପାଳମାନେ ଯେପରି ହିସାବ ଦେବେ ଓ ରାଜାର ଯେପରି କିଛି କ୍ଷତି ନ ହେବ, ଏଥିପାଇଁ ସେମାନଙ୍କ ଉପରେ ତିନି ଜଣ ଅଧ୍ୟକ୍ଷ ନିଯୁକ୍ତ କରିବାକୁ ବିହିତ ବୁଝିଲା; ଏହି ତିନି ଜଣ ମଧ୍ୟରେ ଦାନିୟେଲ ଏକ ଜଣ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଓ ସେହି କ୍ଷିତିପାଳମାନେ ଯେପରି ହିସାବ ଦେବେ ଓ ରାଜାର ଯେପରି କିଛି କ୍ଷତି ନ ହେବ, ଏଥିପାଇଁ ସେମାନଙ୍କ ଉପରେ ତିନି ଜଣ ଅଧ୍ୟକ୍ଷ ନିଯୁକ୍ତ କରିବାକୁ ବିହିତ ବୁଝିଲା; ଏହି ତିନି ଜଣ ମଧ୍ୟରେ ଦାନିୟେଲ ଏକ ଜଣ ଥିଲେ।