Daniel 6:22 — Compare Translations

5 translations compared side by side

Odia - 1840
"ମାରେ ପରମେଶ୍ବର ଆପଣା ଦୂତ ପଠାଇ ସିଂହମାନଙ୍କର ମୁଖ ବନ୍ଦ କରିଅଛନ୍ତି ଓ ସମାନେେ ମାରେ କ୍ଷତି କରି ନାହାଁନ୍ତି। କାରଣ ମାରେପ୍ରଭୁ ଜାଣନ୍ତି ମୁଁ ନିର୍ଦ୍ ଦୋଷ। ଆଉ ମୁଁ ମହାରାଜାଙ୍କର କୌଣସି କ୍ଷତି କରିନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋର ପରମେଶ୍ଵର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କର ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି। କାରଣ ମୋର ପ୍ରଭୁ ଜାଣନ୍ତି ମୁଁ ନିର୍ଦ୍ଦୋଷ। ଆଉ ମୁଁ ମହାରାଜାଙ୍କର କୌଣସି କ୍ଷତି କରି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।