Daniel 6:23 — Compare Translations

5 translations compared side by side

Odia - 1840
"ରାଜା ଦାରିଯାବସ ଅତ୍ଯନ୍ତ ଆନନ୍ଦିତ ହାଇେ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଦେଶ ଦଲୋ। ଆଉ ଦାନିୟେଲ ସହେି ଗର୍ତ୍ତରୁ ଆସିଲେ, ତାଙ୍କ ଦହେ ରେ କୌଣସି କ୍ଷତ ଚିହ୍ନ ନଥିଲା। କାରଣ ସେ ଆପଣା ପରମେଶ୍ବରଙ୍କଠା ରେ ବିଶ୍ବାସ ରଖିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା । ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ଵରଙ୍କଠାରେ ବିଶ୍ଵାସ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଦାରିୟାବସ ଅତ୍ୟନ୍ତ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଦେଶ ଦେଲା। ଆଉ ଦାନିୟେଲ ସେହି ଗର୍ତ୍ତରୁ ଆସିଲେ, ତାଙ୍କ ଦେହରେ କୌଣସି କ୍ଷତ ଚିହ୍ନ ନ ଥିଲା। କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା ଅତିଶୟ ଆନନ୍ଦିତ ହୋଇ ଦାନିୟେଲଙ୍କୁ ଗର୍ତ୍ତରୁ ଉଠାଇ ଆଣିବାକୁ ଆଜ୍ଞା ଦେଲା। ତହୁଁ ଦାନିୟେଲ ଗର୍ତ୍ତରୁ ଉଠାଗଲେ ଓ ତାଙ୍କ ଶରୀରରେ କୌଣସି ପ୍ରକାର କ୍ଷତ ଦେଖା ନ ଗଲା, କାରଣ ସେ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ କରିଥିଲେ।