Daniel 6:24 — Compare Translations

5 translations compared side by side

Odia - 1840
"ତା'ପ ରେ ରାଜା ଦାନିୟେଲଙ୍କ ବିରୁଦ୍ଧ ରେ ଅଭିଯୋଗକାରୀଙ୍କୁ ଆଣିବାକୁ ଆଜ୍ଞା କଲା। ତେଣୁ ସମାନଙ୍କେର ସ୍ତ୍ରୀମାନଙ୍କୁ ଓ ପିଲାମାନଙ୍କ ସହିତ ସମସ୍ତଙ୍କୁ ଆଣି ସିଂହମାନଙ୍କ ଗୁମ୍ଫା ରେ ନିକ୍ଷପେ କଲେ। ତଳେ ନପଡୁଣୁ ସିଂହମାନେ ସମାନଙ୍କେୁ ଭକ୍ଷଣ କରି ସମାନଙ୍କେର ଅସ୍ଥିଗୁଡିକୁ ଚର୍ବଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ଦାନିୟେଲଙ୍କ ବିରୁଦ୍ଧରେ ଅଭିଯୋଗକାରୀଙ୍କୁ ଆଣିବାକୁ ଆଜ୍ଞା କଲା। ତେଣୁ ସେମାନଙ୍କର ସ୍ତ୍ରୀମାନଙ୍କୁ ଓ ପିଲାମାନଙ୍କ ସହିତ ସମସ୍ତଙ୍କୁ ଆଣି ସିଂହମାନଙ୍କ ଗୁମ୍ଫାରେ ନିକ୍ଷେପ କଲେ। ତଳେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଭକ୍ଷ୍ୟଣ କରି ସେମାନଙ୍କର ଅସ୍ଥିଗୁଡ଼ିକୁ ଚର୍ବଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।
Odia IRV 2017 (ଓଡିଆ ବାଇବେଲ)