Daniel 6:25 — Compare Translations
5 translations compared side by side
Odia - 1840
"ସେତବେେଳେ ଦାରିଯାବସ ସମଗ୍ର ପୃଥିବୀବାସୀ, ସମସ୍ତ ଗୋ୍ଠି, ଦେଶବାସୀ ଓ ଭାଷାବାଦୀମାନଙ୍କୁ ପତ୍ର ଲେଖିଲା। ତୁମ୍ଭମାନଙ୍କ ପ୍ରତି ବାହୁଲ୍ଯରୂପ ରେ ଶାନ୍ତି ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀ-ନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀ-ମାନଙ୍କ ନିକଟକୁ ପତ୍ର ଲେଖିଲା; ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଦାରିୟାବସ ସମଗ୍ର ପୃଥିବୀବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କୁ ପତ୍ର ଲେଖିଲା। ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟରୂପରେ ଶାନ୍ତି ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦାରୀୟାବସ ସମୁଦାୟ ପୃଥିବୀନିବାସୀ, ସମସ୍ତ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନଙ୍କ ନିକଟକୁ ପତ୍ର ଲେଖିଲା; “ତୁମ୍ଭମାନଙ୍କ ପ୍ରତି ବାହୁଲ୍ୟ ରୂପରେ ଶାନ୍ତି ହେଉ।