Daniel 6:26 — Compare Translations

5 translations compared side by side

Odia - 1840
"ମୁଁ ଆଦେଶ ଦଲେି ଯେ, ମାରେରାଜ୍ଯସ୍ଥ ସମୁଦାଯ ପ୍ରଦେଶର ସମସ୍ତ ଲୋକମାନେ ଦାନିୟେଲଙ୍କ ପରମେଶ୍ବରଙ୍କୁ ଭୟ ଓ ଭକ୍ତି କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ଵରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ଵର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ, ପୁଣି ତାହାଙ୍କର କର୍ତ୍ତୃତ୍ଵ ଶେଷ ପର୍ଯ୍ୟନ୍ତ ହିଁ ଥିବ;
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଆଦେଶ ଦେଲି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ସମସ୍ତ ଲୋକମାନେ ଦାନିୟେଲଙ୍କ ପରମେଶ୍ୱରଙ୍କୁ ଭୟ ଓ ଭକ୍ତି କରିବା ଉଚିତ୍। ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି। ତାଙ୍କର ରାଜ୍ୟ ଅବିନାଶୀ ଓ ତାଙ୍କର ପ୍ରଭୁତ୍ୱର ଅନ୍ତ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।
Odia IRV 2017 (ଓଡିଆ ବାଇବେଲ)