Daniel 6:27 — Compare Translations

5 translations compared side by side

Odia - 1840
"ସେ ଲୋକମାନଙ୍କୁ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି। ସେ ସ୍ବର୍ଗ ରେ ଓ ପୃଥିବୀ ରେ ଅଦ୍ଭୁତ ଓ ଅଲୌକିକ କାର୍ୟ୍ଯ ସମ୍ପାଦନ କରନ୍ତି। ସେ ଦାନିୟେଲଙ୍କୁ ସିଂହମାନଙ୍କଠାରୁ ଉଦ୍ଧାର କରି ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ଵର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୋକମାନଙ୍କୁ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି। ସେ ସ୍ୱର୍ଗରେ ଓ ପୃଥିବୀରେ ଅ‌‌ଦ୍‌‌ଭୂତ ଓ ଅଲୌକିକ କାର୍ଯ୍ୟ ସମ୍ପାଦନ କରନ୍ତି। ସେ ଦାନିୟେଲଙ୍କୁ ସିଂହମାନଙ୍କଠାରୁ ଉଦ୍ଧାର କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”