Daniel 6:28 — Compare Translations

5 translations compared side by side

Odia - 1840
"ଏହିରୂପେ ଦାନିୟେଲ ଦାରିଯାବସର ରାଜତ୍ବ କାଳ ରେ ଓ ପାରସିକ କୋରସର ରାଜତ୍ବକାଳ ରେ ସଫଳକାମୀ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ଵ କାଳରେ ଓ ପାରସୀକ କୋରସର ରାଜତ୍ଵ କାଳରେ ଉନ୍ନତି ଲାଭ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ଦାନିୟେଲ ଦାରିୟାବସର ରାଜତ୍ୱ କାଳରେ ଓ ପାରସିକ କୋରସର ରାଜତ୍ୱକାଳରେ ସଫଳକାମୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ୱ ସମୟରେ ଓ ପାରସିକ କୋରସ୍‍ର ରାଜତ୍ୱ ସମୟରେ ଉନ୍ନତି ଲାଭ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଦାନିୟେଲ ଦାରୀୟାବସର ରାଜତ୍ଵ ସମୟରେ ଓ ପାରସୀକ କୋରସ୍‍ର ରାଜତ୍ଵ ସମୟରେ ଉନ୍ନତି ଲାଭ କଲେ।