Daniel 6:3 — Compare Translations
5 translations compared side by side
Odia - 1840
"ଦାନିୟେଲଙ୍କ ଅନ୍ତର ରେ ଶ୍ ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ଯକ୍ଷଗଣ ଓ କ୍ଷତିପାଳମାନଙ୍କ ମଧିଅରେ ବିଖ୍ଯାତ ହାଇେଥିଲେ। ତେଣୁ ରାଜା ତାଙ୍କୁ ସମୁଦାଯ ରାଜ୍ଯ ଉପ ରେ ଶାସକ ଭାବରେ ନିୟୁକ୍ତ କରିବାକୁ ମନସ୍ଥ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଦାନିୟେଲଙ୍କର ଅନ୍ତରରେ ଶ୍ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନଙ୍କ ଅପେକ୍ଷା ବିଖ୍ୟାତ ହୋଇଥିଲେ; ଆଉ, ରାଜା ତାଙ୍କୁ ସମୁଦାୟ ରାଜ୍ୟ ଉପରେ ନିଯୁକ୍ତ କରିବାକୁ ମନସ୍ଥ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାନିୟେଲଙ୍କ ଅନ୍ତରରେ ଶ୍ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନଙ୍କ ମଧ୍ୟରେ ବିଖ୍ୟାତ ହୋଇଥିଲେ। ତେଣୁ ରାଜା ତାଙ୍କୁ ସମୁଦାୟ ରାଜ୍ୟ ଉପରେ ଶାସକ ଭାବରେ ନିଯୁକ୍ତ କରିବାକୁ ମନସ୍ଥ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଦାନିୟେଲଙ୍କର ଅନ୍ତରରେ ଶ୍ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନଙ୍କ ଅପେକ୍ଷା ବିଖ୍ୟାତ ହୋଇଥିଲେ; ଆଉ, ରାଜା ତାଙ୍କୁ ସମୁଦାୟ ରାଜ୍ୟ ଉପରେ ନିଯୁକ୍ତ କରିବାକୁ ମନସ୍ଥ କଲା।
Odia IRV 2017 (ଓଡିଆ ବାଇବେଲ)
ଏହି ଦାନିୟେଲଙ୍କର ଅନ୍ତରରେ ଶ୍ରେଷ୍ଠ ଆତ୍ମା ଥିବାରୁ ସେ ଅଧ୍ୟକ୍ଷଗଣ ଓ କ୍ଷିତିପାଳମାନଙ୍କ ଅପେକ୍ଷା ବିଖ୍ୟାତ ହୋଇଥିଲେ; ଆଉ, ରାଜା ତାଙ୍କୁ ସମୁଦାୟ ରାଜ୍ୟ ଉପରେ ନିଯୁକ୍ତ କରିବାକୁ ମନସ୍ଥ କଲା।