Daniel 6:4 — Compare Translations
5 translations compared side by side
Odia - 1840
"ଏଥି ରେ ଅନ୍ୟ ଅଧ୍ଯକ୍ଷ ଓ କ୍ଷତିପାଳମାନେ ଦାନିୟେଲଙ୍କ ପ୍ରତି ଇର୍ଷାଳୁ ହେଲେ ଓ ଦାନିୟେଲଙ୍କର ରାଜକର୍ମ ବିଷଯ ଦୋଷ ଅନୁସନ୍ଧାନ କଲେ। ମାତ୍ର ସମାନେେ କୌଣସି ଦୋଷ ବା ଅପରାଧ ପାଇ ପାରିଲେ ନାହିଁ। କାରଣ ସେ ବିଶ୍ବସ୍ତ ଥିଲେ ଓ ତାଙ୍କଠା ରେ କୌଣସି ଭାନ୍ତି ବା ଅପରାଧ ନଥିଲା। ସେ ରାଜାଙ୍କୁ ଠକୁ ନଥିଲେ ଓ କଠିନ ପରିଶ୍ରମ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ଵସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖା ଗଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଅନ୍ୟ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ଦାନିୟେଲଙ୍କ ପ୍ରତି ଈର୍ଷାଳୁ ହେଲେ ଓ ଦାନିୟେଲଙ୍କର ରାଜକର୍ମ ବିଷୟ ଦୋଷ ଅନୁସନ୍ଧାନ କଲେ। ମାତ୍ର ସେମାନେ କୌଣସି ଦୋଷ ବା ଅପରାଧ ପାଇ ପାରିଲେ ନାହିଁ। କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କଠାରେ କୌଣସି ଭ୍ରାନ୍ତି ବା ଅପରାଧ ନ ଥିଲା। ସେ ରାଜାଙ୍କୁ ଠକୁ ନ ଥିଲେ ଓ କଠିନ ପରିଶ୍ରମ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖାଗଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଅଧ୍ୟକ୍ଷ ଓ କ୍ଷିତିପାଳମାନେ ରାଜକର୍ମ ବିଷୟରେ ଦାନିୟେଲଙ୍କର ଦୋଷ ଅନୁସନ୍ଧାନ କଲେ; ମାତ୍ର ସେମାନେ କୌଣସି ଦୋଷ ଅବା ଅପରାଧ ପାଇ ପାରିଲେ ନାହିଁ, କାରଣ ସେ ବିଶ୍ୱସ୍ତ ଥିଲେ ଓ ତାଙ୍କର କୌଣସି ଭ୍ରାନ୍ତି ଅବା ଅପରାଧ ଦେଖା ଗଲା ନାହିଁ।