Daniel 6:5 — Compare Translations
5 translations compared side by side
Odia - 1840
"ଶଷେ ରେ ସହେି ଲୋକମାନେ କହିଲେ, ଆମ୍ଭମାନେ ଦାନିୟେଲଙ୍କ ବିଷଯ ରେ କୌଣସି ଦୋଷ ପାଇବା ନାହିଁ। ତେଣୁ ତାଙ୍କ ପରମେଶ୍ବର ବ୍ଯବସ୍ଥା ସମ୍ବନ୍ଧ ରେ ଦୋଷ ଦେଖିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେହି ଲୋକମାନେ କହିଲେ, ଆମ୍ଭେମାନେ ଦାନିୟେଲର ପରମେଶ୍ଵରଙ୍କ ବ୍ୟବସ୍ଥା ସମ୍ଵନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଶେଷରେ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କ ବିଷୟରେ କୌଣସି ଦୋଷ ପାଇବା ନାହିଁ। ତେଣୁ ତାଙ୍କ ପରମେଶ୍ୱର ବ୍ୟବସ୍ଥା ସମ୍ବନ୍ଧରେ ଦୋଷ ଦେଖିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେହି ଲୋକମାନେ କହିଲେ, “ଆମ୍ଭେମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେହି ଲୋକମାନେ କହିଲେ, ଆମ୍ଭେମାନେ ଦାନିୟେଲର ପରମେଶ୍ୱରଙ୍କ ବ୍ୟବସ୍ଥା ସମ୍ବନ୍ଧରେ, ତାହାର ଦୋଷ ନ ଧରିଲେ ଆଉ କୌଣସି ବିଷୟରେ ଦୋଷ ପାଇବା ନାହିଁ।