Daniel 6:8 — Compare Translations
5 translations compared side by side
Odia - 1840
"ଏବେ ହେ ମହାରାଜା, ମାଦୀଯ ଓ ପାରସିକମାନଙ୍କର ଅଟଳ ବ୍ଯବସ୍ଥାନୁସା ରେ ଏହି ନିଷଧେ ବିଧି ଯେପରି ପରିବର୍ତ୍ତିତ ନହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲଖାେ ରେ ସ୍ବାକ୍ଷର କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ହେ ମହାରାଜ, ମାଦୀୟ ଓ ପାରସିକ-ମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ଵାକ୍ଷର କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ହେ ମହାରାଜା, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ହେ ମହାରାଜ, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏବେ ହେ ମହାରାଜ, ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ଏହି ନିଷେଧ-ବିଧି ଯେପରି ପରିବର୍ତ୍ତିତ ନ ହୁଏ, ଏଥିପାଇଁ ତାହା ସ୍ଥିର କରନ୍ତୁ ଓ ଏହି ଲେଖାରେ ସ୍ୱାକ୍ଷର କରନ୍ତୁ।