Daniel 7:1 — Compare Translations

5 translations compared side by side

Odia - 1840
"ବାବିଲର ରାଜା ବେଲ୍ଟଶତ୍ସରଙ୍କ ରାଜତ୍ବର ପ୍ରଥମ ବର୍ଷ ରେ ଦାନିୟେଲ ଆପଣା ଶୟ୍ଯା ଉପ ରେ ସ୍ବପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ। ସେ ସହେି ସ୍ବପ୍ନ ରେ ସାରକଥା ଲେଖି ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାବିଲର ରାଜା ବେଲ୍ଶତ୍ସରର ଅଧିକାରର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ଵପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ଵପ୍ନ ଲେଖି କଥାର ସାର ପ୍ରକାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭରିପଶୁଙ୍କ ବିଷୟରେ ଦାନିୟେଲଙ୍କ ସ୍ୱପ୍ନ ବାବିଲର ରାଜା ବେ‌‌ଲ୍‌‌‌‌ଶତ୍ସରଙ୍କ ରାଜତ୍ୱର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ। ସେ ସେହି ସ୍ୱପ୍ନରେ ସାରକଥା ଲେଖି ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାବିଲର ରାଜା ବେଲ୍‍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ।
Odia IRV 2017 (ଓଡିଆ ବାଇବେଲ)
ବାବିଲର ରାଜା ବେଲ୍‍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ।