Daniel 7:10 — Compare Translations
5 translations compared side by side
Odia - 1840
"ତାଙ୍କ ସମ୍ମୁଖରୁ ଅଗ୍ନିଷୋର୍ତ ନିର୍ଗତ ହାଇେ ବହିଲା ଓ ସହସ୍ର ସହସ୍ର ଲୋକ ତାଙ୍କର ଗ୍ଭରିପଟେ ଛିଡା ହେଲେ। ବିଗ୍ଭର ସଭା ବସିଲା ଓ ପୁସ୍ତକମାନ ଖାେଲାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ । ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା। ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା ଓ ସହସ୍ର ସହସ୍ର ଲୋକ ତାଙ୍କର ଗ୍ଭରିପଟେ ଛିଡ଼ା ହେଲେ। ବିଗ୍ଭର ସଭା ବସିଲା ଓ ପୁସ୍ତକମାନ ଖୋଲାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାର-ସଭା ବସିଲା ଓ ପୁସ୍ତକମାନ ଫିଟାଗଲା।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା।