Daniel 7:11 — Compare Translations
5 translations compared side by side
Odia - 1840
"ମୁଁ ଦେଖିବା ରେ ଲାଗିଲି, ସହେି େଛାଟ ଶିଙ୍ଗର କଣ ହବେ। ଯେଉଁଟାକି ବହୁତ ଅହଂକାର କରୁଥିଲା। ଚତୁର୍ଥ ପଶୁଟି ମଲା ପର୍ୟ୍ଯନ୍ତ ଏବଂ ତାହାର ଶରୀର ଧ୍ବଂସ କରି ଅଗ୍ନି ମଧ୍ଯକୁ ଫିଙ୍ଗି ପାଉଁଶ କରି ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଦେଖିବାରେ ଲାଗିଲି, ସେହି ଛୋଟ ଶିଙ୍ଗର କ’ଣ ହେବ। ଯେଉଁଟାକି ବହୁତ ଅହଂକାର କରୁଥିଲା। ଚତୁର୍ଥ ପଶୁଟି ମଲା ପର୍ଯ୍ୟନ୍ତ ଏବଂ ତାହାର ଶରୀର ଧ୍ୱଂସ କରି ଅଗ୍ନି ମଧ୍ୟକୁ ଫିଙ୍ଗି ପାଉଁଶ କରି ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା।