Daniel 7:12 — Compare Translations
5 translations compared side by side
Odia - 1840
"ପୁଣି ଅନ୍ୟ ପଶୁମାନଙ୍କଠାରୁ ଅଧିକାର ଓ କତ୍ତୁର୍ତ୍ବ କାଢି ନିଆଗଲା। ମାତ୍ର କିଛି କାଳ ଏକ ନିର୍ଦ୍ଦିଷ୍ଟ ସମୟ ବଞ୍ଚି ରହିବାକୁ ସମାନଙ୍କେୁ ଅନୁମତି ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ଵ ନିଆଗଲା; ତଥାପି ଏକ କାଳ ଓ ଏକ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଅନ୍ୟ ପଶୁମାନଙ୍କଠାରୁ ଅଧିକାର ଓ କର୍ତ୍ତୃତ୍ୱ କାଢ଼ି ନିଆଗଲା। ମାତ୍ର କିଛି କାଳ ଏକ ନିର୍ଦ୍ଦିଷ୍ଟ ସମୟ ବଞ୍ଚି ରହିବାକୁ ସେମାନଙ୍କୁ ଅନୁମତି ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ୱ ନିଆଗଲା; ତଥାପି ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ୱ ନିଆଗଲା; ତଥାପି ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା।