Daniel 7:13 — Compare Translations
5 translations compared side by side
Odia - 1840
"ଆଉ ମୁଁ ରାତ୍ରି ରେ ଦର୍ଶନ ରେ ଦେଖିଲି, ମନୁଷ୍ଯ ସଦୃଶ କହେି ଆକାଶ ରେ ମେଘ ରେ ଆସିଲେ। ଏବଂ ସେ ଆକାଶର ମେଘଖଣ୍ତ ଉପ ରେ ସହେି ବୃଦ୍ଧଙ୍କ ନିକଟକୁ ଆସିଲେ ଓ ସମାନେେ ତାଙ୍କୁ ତାହାଙ୍କ ଛାମୁକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ ଓ ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ମୁଁ ରାତ୍ରିରେ ଦର୍ଶନରେ ଦେଖିଲି, ମନୁଷ୍ୟ ସଦୃଶ କେହି ଆକାଶରେ ମେଘରେ ଆସିଲେ। ଏବଂ ସେ ଆକାଶର ମେଘଖଣ୍ତ ଉପରେ ସେହି ବୃଦ୍ଧଙ୍କ ନିକଟକୁ ଆସିଲେ ଓ ସେମାନେ ତାଙ୍କୁ ତାହାଙ୍କ ଛାମୁକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।