Daniel 7:14 — Compare Translations
5 translations compared side by side
Odia - 1840
"ତାହାଙ୍କୁ କତ୍ତୁର୍ତ୍ବ, ମହିମା ଓ ରାଜ୍ଯ ପ୍ରଦତ୍ତ ହେଲା। ତେଣୁ ସମୁଦାଯ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ତାଙ୍କର ଉପାସନା କରିବେ। ତାଙ୍କର ବିଧି ଅନନ୍ତକାଳୀନ ଓ ତାହା ଲୁପ୍ତ ହବେନାହିଁ। ଆଉ ତାଙ୍କର ରାଜ୍ଯ ଅବିନାଶୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ଵ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ଵ ଅନନ୍ତକାଳୀନ କର୍ତ୍ତୃତ୍ଵ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
“ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ପ୍ରଦତ୍ତ ହେଲା। ତେଣୁ ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ତାଙ୍କର ଉପାସନା କରିବେ। ତାଙ୍କର ବିଧି ଅନନ୍ତକାଳୀନ ଓ ତାହା ଲୁପ୍ତ ହେବ ନାହିଁ। ଆଉ ତାଙ୍କର ରାଜ୍ୟ ଅବିନାଶୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
Odia IRV 2017 (ଓଡିଆ ବାଇବେଲ)