Daniel 7:15 — Compare Translations

5 translations compared side by side

Odia - 1840
"ମୁଁ ଦାନିୟେଲ ଦ୍ବନ୍ଦ ରେ ପଡିଲି ଓ ବ୍ଯସ୍ତ ହାଇଗଲିେ। ଆଉ ମାରେ ମାନସିକ ଦର୍ଶନ ମାେତେ ଉଦ୍ବିଗ୍ନ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ଵିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍ବିଗ୍ନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଚତୁର୍ଥ ପଶୁ ସମ୍ମନ୍ଧରେ ସ୍ୱପ୍ନର ଅର୍ଥପ୍ରକାଶ “ମୁଁ, ଦାନିୟେଲ ଦ୍ୱନ୍ଦରେ ପଡ଼ିଲି ଓ ବ୍ୟସ୍ତ ହୋଇଗଲି। ଆଉ ମୋର ମାନସିକ ଦର୍ଶନ ମୋତେ ଉ‌‌ଦ୍‌‌ବିଗ୍ନ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।
Odia IRV 2017 (ଓଡିଆ ବାଇବେଲ)
ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।