Daniel 7:16 — Compare Translations

5 translations compared side by side

Odia - 1840
"ସଠାେ ରେ ଛିଡା ହାଇେଥିବା ଲୋକମାନଙ୍କ ମଧ୍ଯରୁ ଜଣକ ନିକଟକୁ ୟାଇ ଏସବୁ ତଥ୍ଯ ପଗ୍ଭରିଲି। ତେଣୁ ସେ ମାେତେ ସେ ସବୁର ଅର୍ଥ ବୁଝାଇ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି । ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ଛିଡ଼ା ହୋଇଥିବା ଲୋକମାନଙ୍କ ମଧ୍ୟରୁ ଜଣକ ନିକଟକୁ ଯାଇ ଏସବୁ ତଥ୍ୟ ପଗ୍ଭରିଲି। ତେଣୁ ସେ ମୋତେ ସେ ସବୁର ଅର୍ଥ ବୁଝାଇ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ।
Odia IRV 2017 (ଓଡିଆ ବାଇବେଲ)
ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ।