Daniel 7:17 — Compare Translations
5 translations compared side by side
Odia - 1840
"' ସହେି ଗ୍ଭରି ବୃହତ ପଶୁ ଗ୍ଭରି ରାଜା ଅଟନ୍ତି। ଆଉ ସମାନେେ ଏହି ପୃଥିବୀରୁ ଉତ୍ପନ୍ନ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଚାରି ବୃହତ୍ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
‘ସେହି ଗ୍ଭରି ବୃହତ ପଶୁ ଗ୍ଭରି ରାଜା ଅଟନ୍ତି। ଆଉ ସେମାନେ ଏହି ପୃଥିବୀରୁ ଉତ୍ପନ୍ନ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ସେହି ଚାରି ବୃହତ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ।
Odia IRV 2017 (ଓଡିଆ ବାଇବେଲ)
‘ସେହି ଚାରି ବୃହତ୍ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ।