Daniel 7:18 — Compare Translations

5 translations compared side by side

Odia - 1840
"ମାତ୍ର ପରମେଶ୍ବରଙ୍କ ପବିତ୍ର ଲୋକମାନେ ରାଜ୍ଯ ପ୍ରାପ୍ତ ହବେେ ଓ ଅନନ୍ତକାଳ ପର୍ୟ୍ଯନ୍ତ ରାଜ୍ଯ ଭୋଗ କରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିର କାଳ, ଅର୍ଥାତ୍, ଅନ; କାଳ ଯାଏ ରାଜ୍ୟ ଭୋଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ପରମେଶ୍ୱରଙ୍କ ପବିତ୍ର ଲୋକମାନେ ରାଜ୍ୟ ପ୍ରାପ୍ତ ହେବେ ଓ ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିରକାଳ, ଅର୍ଥାତ୍‍, ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିର କାଳ, ଅର୍ଥାତ୍‍, ଅନନ୍ତ କାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’