Daniel 7:19 — Compare Translations
5 translations compared side by side
Odia - 1840
"ତା'ପ ରେ ମୁଁ ଚତୁର୍ଥ ପଶୁ ସମ୍ମନ୍ଧ ରେ ସମସ୍ତ ତଥ୍ଯ ଜାଣିବାକୁ ଇଚ୍ଛା କଲି। ଏହା ଅତି ଭୟଙ୍କର ଥିଲା ଓ ଏହାର ଲୁହାର ଦାନ୍ତ ଓ ପିତ୍ତଳ ନଖସବୁ ଥିଲା। ସେ ସବୁକିଛି ଭାଙ୍ଗି ଚୂର୍ଣ୍ଣ କଲା ଓ ଗ୍ରାସ କଲା ଓ ଅବଶିଷ୍ଟ ସବୁ ପାଦ ରେ ଦଳି ଦଲୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦ; ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ମୁଁ ଚତୁର୍ଥ ପଶୁ ସମ୍ମନ୍ଧରେ ସମସ୍ତ ତଥ୍ୟ ଜାଣିବାକୁ ଇଚ୍ଛା କଲି। ଏହା ଅତି ଭୟଙ୍କର ଥିଲା ଓ ଏହାର ଲୁହାର ଦାନ୍ତ ଓ ପିତ୍ତଳ ନଖସବୁ ଥିଲା। ସେ ସବୁକିଛି ଭାଙ୍ଗି ଚୂର୍ଣ୍ଣ କଲା ଓ ଗ୍ରାସ କଲା ଓ ଅବଶିଷ୍ଟ ସବୁ ପାଦରେ ଦଳି ଦେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦନ୍ତ ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦନ୍ତ ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;