Daniel 7:2 — Compare Translations
5 translations compared side by side
Odia - 1840
"ଦାନିୟେଲ କହିଲେ, ମୁଁ ରାତ୍ରିକାଳ ରେ ମାରେ ଦର୍ଶନ ପାଇଲି ଯେ ମହାସମୁଦ୍ର ଉପ ରେ ଆକାଶର ଚତୁର୍ଦ୍ଦିଗରୁ ବାଯୁ ପ୍ରଚଣ୍ତ ବଗେ ରେ ବହିଲା ସହେି ବାଯୁ ସମୁଦ୍ରକୁ ଅଶାନ୍ତ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାନିୟେଲ କହିଲେ, ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ତ ରୂପେ ବହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ମୋର ଦର୍ଶନ ପାଇଲି ଯେ ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ତ ବେଗରେ ବହିଲା ସେହି ବାୟୁ ସମୁଦ୍ରକୁ ଅଶାନ୍ତ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା।
Odia IRV 2017 (ଓଡିଆ ବାଇବେଲ)
ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା।