Daniel 7:20 — Compare Translations
5 translations compared side by side
Odia - 1840
"ସହେି ଚତୁର୍ଥ ପଶୁର ମସ୍ତକରେ ଯେଉଁ ଦଶ ଶିଙ୍ଗ ଥିଲା, ଅନ୍ୟ ଯେଉଁ କ୍ଷୁଦ୍ର ଶିଙ୍ଗ ଉଠିଲା ଓ ଯାହା ସାକ୍ଷାତ ରେ ଦଶଶିଙ୍ଗ ମଧ୍ଯରୁ ତିନିଶିଙ୍ଗ ପଡିଗଲା, ଯେଉଁ ଶିଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ଯବାଦି ମୁଖ ଥିଲା ଓ ଯାହାର ଆକାର ଅନ୍ୟମାନଙ୍କଠାରୁ ଦାମ୍ଭିକ ଥିଲା, ତାହାର ତଥ୍ଯ ଜାଣିବାକୁ ମୁଁ ଇଚ୍ଛା କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଚତୁର୍ଥ ପଶୁର ମସ୍ତକରେ ଯେଉଁ ଦଶ ଶିଙ୍ଗ ଥିଲା, ଅନ୍ୟ ଯେଉଁ କ୍ଷୁଦ୍ର ଶିଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ଦଶଶିଙ୍ଗ ମଧ୍ୟରୁ ତିନିଶିଙ୍ଗ ପଡ଼ିଗଲା, ଯେଉଁ ଶିଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦି ମୁଖ ଥିଲା ଓ ଯାହାର ଆକାର ଅନ୍ୟମାନଙ୍କଠାରୁ ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି।
Odia IRV 2017 (ଓଡିଆ ବାଇବେଲ)