Daniel 7:21 — Compare Translations
5 translations compared side by side
Odia - 1840
"ଆଉ ମୁଁ ଦେଖିଲି ସହେି ଶିଙ୍ଗ ପରମେଶ୍ବରଙ୍କ ପବିତ୍ର ଲୋକଙ୍କୁ ଆକ୍ରମଣ କଲା ଓ ସମାନଙ୍କେୁ ବଧ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମୁଁ ଦେଖିଲି ସେହି ଶିଙ୍ଗ ପରମେଶ୍ୱରଙ୍କ ପବିତ୍ର ଲୋକଙ୍କୁ ଆକ୍ରମଣ କଲା ଓ ସେମାନଙ୍କୁ ବଧ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;
Odia IRV 2017 (ଓଡିଆ ବାଇବେଲ)
ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;