Daniel 7:22 — Compare Translations
5 translations compared side by side
Odia - 1840
"ତା'ପ ରେ ସହେି ବୃଦ୍ଧ ଲୋକଟି ଆସିଲେ ଓ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କ ସପକ୍ଷ ରେ ଓ ଶିଙ୍ଗ ବିପକ୍ଷ ରେ ନ୍ଯାଯ ହେଲା। ଆଉ ପରମେଶ୍ବର ସହେି ପବିତ୍ର ଲୋକମାନଙ୍କର ରାଜତ୍ବ କରିବାର ସମୟ ଉପସ୍ଥିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ବୃଦ୍ଧ ଲୋକଟି ଆସିଲେ ଓ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କ ସପକ୍ଷରେ ଓ ଶିଙ୍ଗ ବିପକ୍ଷରେ ନ୍ୟାୟ ହେଲା। ଆଉ ପରମେଶ୍ୱର ସେହି ପବିତ୍ର ଲୋକମାନଙ୍କର ରାଜତ୍ୱ କରିବାର ସମୟ ଉପସ୍ଥିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା।