Daniel 7:23 — Compare Translations

5 translations compared side by side

Odia - 1840
"ଆଉ ସେ ମାେତେ ବୁଝାଇ କହିଲେ, 'ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ଯ ହବେ, ତାହା ଅନ୍ୟ ସମସ୍ତ ରାଜ୍ଯଠାରୁ ଭିନ୍ନ ହବେ ଓ ସମୁଦାଯ ପୃଥିବୀକୁ ଗ୍ରାସ କରିବ। ଆଉ ପାଦ ରେ ଦଳି ଖଣ୍ତ ଖଣ୍ତ କରି ତାହା ଭାଙ୍ଗି ପକାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହିରୂପେ କହିଲେ, ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକି ଗ୍ରାସ କରିବ, ଆଉ ଦଳିତ କରି ଖଣ୍ତ ଖଣ୍ତ କରି ତାହା ଭାଙ୍ଗି ପକାଇବ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ସେ ମୋତେ ବୁଝାଇ କହିଲେ, ‘ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସମସ୍ତ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ। ଆଉ ପାଦରେ ଦଳି ଖଣ୍ତ ଖଣ୍ତ କରି ତାହା ଭାଙ୍ଗି ପକାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହିରୂପେ କହିଲେ, ‘ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ, ଆଉ ଦଳିତ କରି ଖଣ୍ଡ ଖଣ୍ଡ କରିବ ଓ ତାହା ଭାଙ୍ଗି ପକାଇବ।
Odia IRV 2017 (ଓଡିଆ ବାଇବେଲ)
ସେ ଏହିରୂପେ କହିଲେ, ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ, ଆଉ ଦଳିତ କରି ଖଣ୍ଡ ଖଣ୍ଡ କରିବ ଓ ତାହା ଭାଙ୍ଗି ପକାଇବ।