Daniel 7:24 — Compare Translations
5 translations compared side by side
Odia - 1840
"ପୁଣି ସହେି ଦଶ ଶିଙ୍ଗର ତାତ୍ପର୍ୟ୍ଯ ହେଉଛି ଯେ ସହେି ରାଜ୍ଯରୁ ଦଶ ରାଜା ଉତ୍ପନ୍ନ ହବେେ। ସମାନଙ୍କେ ପ ରେ ଆଉ ଜଣେ ଉତ୍ପନ୍ନ ହବେ ଓ ସେ ତାଙ୍କର ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହବେ ଓ ସେ ତିନି ରାଜାଙ୍କୁ ଦମନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ଦଶ ଶୃଙ୍ଗର ତାତ୍ପର୍ଯ୍ୟ ଏହି ଯେ, ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ; ସେମାନଙ୍କ ଉତ୍ତାରେ ଆଉ ଜଣେ ଉତ୍ପନ୍ନ ହେବ ଓ ସେ ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ଦଶ ଶିଙ୍ଗର ତାତ୍ପର୍ଯ୍ୟ ହେଉଛି ଯେ ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ। ସେମାନଙ୍କ ପରେ ଆଉ ଜଣେ ଉତ୍ପନ୍ନ ହେବ ଓ ସେ ତାଙ୍କର ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦଶ ଶୃଙ୍ଗର ତାତ୍ପର୍ଯ୍ୟ ଏହି ଯେ, ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ; ସେମାନଙ୍କ ଉତ୍ତାରେ ଆଉ ଜଣେ ଉତ୍ପନ୍ନ ହେବ। ସେ ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦଶ ଶୃଙ୍ଗର ତାତ୍ପର୍ଯ୍ୟ ଏହି ଯେ, ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ; ସେମାନଙ୍କ ଉତ୍ତାରେ ଆଉ ଜଣେ ଉତ୍ପନ୍ନ ହେବ। ସେ ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ।