Daniel 7:25 — Compare Translations

5 translations compared side by side

Odia - 1840
"ଏବଂ ସେ ସର୍ବୋପରିସ୍ଥ ପରମେଶ୍ବରଙ୍କ ବିରୁଦ୍ଧ ରେ କଥା କହିବ ଓ ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କୁ ବଧ କରିବ। ଆଉ ସେ ସମୟ ଓ ଆଜ୍ଞାର ପରିବର୍ତ୍ତନ କରିବାକୁ ଚିନ୍ତା କରିବ। ସାଢେ ତିନିବର୍ଷ ପାଇଁ ସମାନେେ ତା' ହସ୍ତ ରେ ସମର୍ପିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଶୀର୍ଣ୍ଣ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିବ ଓ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କୁ ବଧ କରିବ। ଆଉ ସେ ସମୟ ଓ ଆଜ୍ଞାର ପରିବର୍ତ୍ତନ କରିବାକୁ ଚିନ୍ତା କରିବ। ସାଢ଼େ ତିନି ବର୍ଷ ପାଇଁ ସେମାନେ ତା’ ହସ୍ତରେ ସମର୍ପିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।
Odia IRV 2017 (ଓଡିଆ ବାଇବେଲ)