Daniel 7:26 — Compare Translations
5 translations compared side by side
Odia - 1840
"ମାତ୍ର ବିଗ୍ଭର ସଭା ବସିବ ଓ ରାଜାଙ୍କର କତ୍ତୃର୍ତ୍ବ କାଢି ନିଆୟିବ ଓ ରାଜ୍ଯ ସମ୍ପୂର୍ଣ୍ଣ ଭାବରେ ବିନାଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ବିଚାର-ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ଵର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ ।
Odia Bible ERV 2004 (ପବିତ୍ର ବାଇବଲ)
“‘ମାତ୍ର ବିଗ୍ଭର ସଭା ବସିବ ଓ ରାଜାଙ୍କର କର୍ତ୍ତୃତ୍ୱ କାଢ଼ି ନିଆଯିବ ଓ ରାଜ୍ୟ ସମ୍ପୂର୍ଣ୍ଣ ଭାବରେ ବିନାଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ବିଚାର-ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ବିଚାର ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।