Daniel 7:27 — Compare Translations
5 translations compared side by side
Odia - 1840
"ଆଉ ରାଜତ୍ବ, କତ୍ତୃର୍ତ୍ବ ଓ ରାଜ୍ଯ ସମୂହର ମହିମା ସର୍ବୋପରିସ୍ଥ ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହବେ। ତାଙ୍କର ରାଜ୍ଯ ଅନନ୍ତ କାଳ ପାଇଁ ସ୍ଥାଯୀ ହବେ ଓ ଅନ୍ୟ ସମସ୍ତ ଶାସକ ଗୋଷ୍ଠୀ ତାଙ୍କର ସବୋ କରିବେ ଓ ତାଙ୍କର ଆଜ୍ଞାବହ ହବେେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ରାଜତ୍ଵ ଓ କର୍ତ୍ତୃତ୍ଵ ଓ ଆକାଶମଣ୍ତଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ରାଜତ୍ୱ, କର୍ତ୍ତୃତ୍ୱ ଓ ରାଜ୍ୟ ସମୂହର ମହିମା ସର୍ବୋପରିସ୍ଥ ପରମେଶ୍ୱରଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ। ତାଙ୍କର ରାଜ୍ୟ ଅନନ୍ତ କାଳ ପାଇଁ ସ୍ଥାୟୀ ହେବ ଓ ଅନ୍ୟ ସମସ୍ତ ଶାସକ ଗୋଷ୍ଠୀ ତାଙ୍କର ସେବା କରିବେ ଓ ତାଙ୍କର ଆଜ୍ଞାବହ ହେବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତକାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।’
Odia IRV 2017 (ଓଡିଆ ବାଇବେଲ)
ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।