Daniel 7:28 — Compare Translations

5 translations compared side by side

Odia - 1840
"ଏହିଠା ରେ ମାରେ ସ୍ବପ୍ନ ଶଷେ ହେଲା। ମୁଁ ଦାନିୟେଲ ମାରେ ଭାବନା ମାେତେ ଉଦ୍ବିଗ୍ନ କଲା ଓ ମାରେ ମୁଖ ବିବର୍ଣ୍ଣ ହେଲା। ମାତ୍ର ମୁଁ ସେ କଥା ଅନ୍ୟ ଆଗ ରେ କହି ପାରିଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଠାରେ ବୃତ୍ତାନ୍ତର ଶେଷ । ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି ।
Odia Bible ERV 2004 (ପବିତ୍ର ବାଇବଲ)
“ଏହିଠାରେ ମୋର ସ୍ୱପ୍ନ ଶେଷ ହେଲା। ମୁଁ ଦାନିୟେଲ ମୋର ଭାବନା ମୋତେ ଉ‌‌ଦ୍‌‌ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା। ମାତ୍ର ମୁଁ ସେ କଥା ଅନ୍ୟ ଆଗରେ କହି ପାରିଲି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍‍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”
Odia IRV 2017 (ଓଡିଆ ବାଇବେଲ)
ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍‍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”