Daniel 7:3 — Compare Translations
5 translations compared side by side
Odia - 1840
"ପୁଣି ମୁଁ ଦେଖିଲି, ଗ୍ଭରି ଭିନ୍ନ ପ୍ରକାରର ବୃହତ୍ ପଶୁ ସମୁଦ୍ରରୁ ଉଠି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ୍ ପଶୁ ସମୁଦ୍ରରୁ ଉଠି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୁଁ ଦେଖିଲି, ଗ୍ଭରି ଭିନ୍ନ ପ୍ରକାରର ବୃହତ୍ ପଶୁ ସମୁଦ୍ରରୁ ଉଠି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ ପଶୁ ସମୁଦ୍ରରୁ ଉଠି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ୍ ପଶୁ ସମୁଦ୍ରରୁ ଉଠି ଆସିଲେ।