Daniel 7:4 — Compare Translations

5 translations compared side by side

Odia - 1840
"ପ୍ରଥମ ପଶୁଟି ସିଂହ ସଦୃଶ ଓ ଉତ୍କ୍ରୋଷ ପକ୍ଷୀର ଡଣୋପରି ତା'ର ଡଣୋ ଥିଲା। ମୁଁ ନିରୀକ୍ଷଣ କରି ଦେଖିଲି, ତା'ର ଡଣୋ ଉପୁଡାଗଲା। ଆଉ ସେ ପୃଥିବୀରୁ ଉଠାଗଲା। ମନୁଷ୍ଯପରି ଦୁଇ ପାଦ ରେ ତାକୁ ଠିଆ କରାଗଲା ଓ ତାକୁ ମନୁଷ୍ଯର ଅନ୍ତଃକରଣ ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ପଶୁଟି ସିଂହ ସଦୃଶ ଓ ଉତ୍କ୍ରୋଶପକ୍ଷୀର ଡେଣାପରି ତା’ର ଡେଣା ଥିଲା। ମୁଁ ନିରୀକ୍ଷଣ କରି ଦେଖିଲି, ତା’ର ଡେଣା ଉପୁଡ଼ାଗଲା। ଆଉ ସେ ପୃଥିବୀରୁ ଉଠାଗଲା। ମନୁଷ୍ୟ ପରି ଦୁଇ ପାଦରେ ତାକୁ ଠିଆ କରାଗଲା ଓ ତାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।