Daniel 7:5 — Compare Translations
5 translations compared side by side
Odia - 1840
"ଆଉ ତତ୍ପ ରେ ମାେ ସମ୍ମୁଖ ରେ ଦ୍ବିତୀୟ ପଶୁକୁ ଦେଖିଲି ଯେ କି ଏକ ଭଲ୍ଲୁକ ସଦୃଶ ଥିଲା। ସେ ଏକ ପାଶର୍ବ ରେ ଉଠାଗଲା ଓ ତାହାର ସୁଖ ରେ ଦନ୍ତ ମଧିଅରେ ତିନିଖଣ୍ତ ପଞ୍ଜରା ଥିଲା। ତାହାକୁ ଏହି କଥା କୁହାଗଲା, 'ଉଠ, ଇଚ୍ଛା ଅନୁସାରେ ମାଂସ ଭକ୍ଷଣ କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦେଖ, ଆଉ ଗୋଟିଏ, ଅର୍ଥାତ୍, ଦ୍ଵିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ଵରେ ଉଠାଗଲା ଓ ତାହାର ମୁଖରେ ଦ; ମଧ୍ୟରେ ତିନି ଖଣ୍ତ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ଉଠ, ବହୁତ ମାଂସ ଖାଅ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ତତ୍ପରେ ମୋ’ ସମ୍ମୁଖରେ ଦ୍ୱିତୀୟ ପଶୁକୁ ଦେଖିଲି ଯେ କି ଏକ ଭଲ୍ଲୁକ ସଦୃଶ ଥିଲା। ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ତ ପଞ୍ଜରା ଥିଲା। ତାହାକୁ ଏହି କଥା କୁହାଗଲା, ‘ଉଠ, ଇଚ୍ଛା ଅନୁସାରେ ମାଂସ ଭକ୍ଷ୍ୟଣ କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’