Daniel 7:6 — Compare Translations

5 translations compared side by side

Odia - 1840
"ଏହାପ ରେ ମୁଁ ତୃତୀୟ ପଶୁକୁ ଦେଖିଲି, ସେ ଚିତାବାଘ ସଦୃଶ ଥିଲା। ତା'ର ପୃଷ୍ଠ ଭାଗ ରେ ପକ୍ଷୀର ଗ୍ଭରିଡଣୋ ଥିଲା। ଆଉ ମଧ୍ଯ ତାହାର ଗ୍ଭରି ମସ୍ତକ ଥିଲା ଓ ତାକୁ ଶାସନ କରିବାକୁ ଅଧିକାର ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା; ଆଉ, ତାହାକୁ କର୍ତ୍ତୃତ୍ଵ ଦିଆଗଲା ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ ମୁଁ ତୃତୀୟ ପଶୁକୁ ଦେଖିଲି, ସେ ଚିତାବାଘ ସଦୃଶ ଥିଲା। ତା’ର ପୃଷ୍ଠ ଭାଗରେ ପକ୍ଷୀର ଗ୍ଭରି ଡେଣା ଥିଲା। ଆଉ ମଧ୍ୟ ତାହାର ଗ୍ଭରି ମସ୍ତକ ଥିଲା ଓ ତାକୁ ଶାସନ କରିବାକୁ ଅଧିକାର ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା।