Daniel 7:8 — Compare Translations

5 translations compared side by side

Odia - 1840
" ସହେି ଶିଙ୍ଗଗୁଡିକ ବିଷଯ ରେ ଚିନ୍ତା କରୁଥିବା ବେଳେ, ମୁଁ ଅନ୍ୟ ଏକ ଶିଙ୍ଗ ଉଠିବାର ଦେଖିଲି। ତାହା କ୍ଷୁଦ୍ର ଥିଲା ଓ ଏହା ସମ୍ମୁଖ ରେ ପ୍ରଥମ ଶିଙ୍ଗମାନଙ୍କ ମଧ୍ଯରୁ ତିନି ଗୋଟି ଶିଙ୍ଗକୁ ସମୂଳେ ଉତ୍ପାଟିତ କଲା। ଏହାର ମନୁଷ୍ଯର ଚକ୍ଷୁତୁଲ୍ଯ ଚକ୍ଷୁ ଥିଲା ଓ କ୍ଷୁଦ୍ର ଶିଙ୍ଗ ରେ ଏକ ପାଟି ଥିଲା। ସହେି ପାଟିଟି ଅହଂକାରପୂର୍ଣ୍ଣ କଥା କହୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ଶିଙ୍ଗଗୁଡ଼ିକ ବିଷୟରେ ଚିନ୍ତା କରୁଥିବା ବେଳେ, ମୁଁ ଅନ୍ୟ ଏକ ଶିଙ୍ଗ ଉଠିବାର ଦେଖିଲି। ତାହା କ୍ଷୁଦ୍ର ଥିଲା ଓ ଏହା ସମ୍ମୁଖରେ ପ୍ରଥମ ଶିଙ୍ଗମାନଙ୍କ ମଧ୍ୟରୁ ତିନି ଗୋଟି ଶିଙ୍ଗକୁ ସମୂଳେ ଉତ୍ପାଟିତ କଲା। ଏହା ମନୁଷ୍ୟର ଚକ୍ଷୁତୁଲ୍ୟ ଚକ୍ଷୁ ଥିଲା ଓ କ୍ଷୁଦ୍ର ଶିଙ୍ଗରେ ଏକ ପାଟି ଥିଲା। ସେହି ପାଟିଟି ଅହଂକାରପୂର୍ଣ୍ଣ କଥା କହୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେହିସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା।
Odia IRV 2017 (ଓଡିଆ ବାଇବେଲ)