Daniel 7:9 — Compare Translations
5 translations compared side by side
Odia - 1840
"ମୁଁ ଗୋଟିଏ ସିଂହାସନ ସ୍ଥାପିତ ହେଉଥିବାର ଦେଖିଲି। ଅତି ବୃଦ୍ଧାଲୋକ ସହେି ଉପ ରେ ବସିଲେ। ତାଙ୍କର ବସ୍ତ୍ର ହିମତୁଲ୍ଯ ଶୁକ୍ଲବର୍ଣ୍ଣ ଓ ତାଙ୍କର ମସ୍ତକର କେଶ ମଷେଲୋମ ସଦୃଶ ଶୁଭ୍ର ଥିଲା। ତାଙ୍କର ସିଂହାସନ ଅଗ୍ନିମଯପରି ଓ ସିଂହାସନର ଚକସବୁ ଜ୍ବଳନ୍ତା ଅଗ୍ନି ଶିଖା, ସଦୃଶ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଦେଖୁ ଦେଖୁ କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ, ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷଲୋମ ତୁଲ୍ୟ ଥିଲା; ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ଵଳ; ଅଗ୍ନି ।
Odia Bible ERV 2004 (ପବିତ୍ର ବାଇବଲ)
ଚତୁର୍ଥ ପଶୁର ବିଗ୍ଭର “ମୁଁ ଗୋଟିଏ ସିଂହାସନ ସ୍ଥାପିତ ହେଉଥିବାର ଦେଖିଲି। ଅତି ବୃଦ୍ଧାଲୋକ ସେହି ଉପରେ ବସିଲେ। ତାଙ୍କର ବସ୍ତ୍ର ହିମତୁଲ୍ୟ ଶୁକ୍ଳବର୍ଣ୍ଣ ଓ ତାଙ୍କର ମସ୍ତକର କେଶ ମେଷଲୋମ ସଦୃଶ ଶୁଭ୍ର ଥିଲା। ତାଙ୍କର ସିଂହାସନ ଅଗ୍ନିମୟପରି ଓ ସିଂହାସନର ଚକସବୁ ଜ୍ୱଳନ୍ତା ଅଗ୍ନିଶିଖା, ସଦୃଶ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି।
Odia IRV 2017 (ଓଡିଆ ବାଇବେଲ)