Daniel 8:1 — Compare Translations

5 translations compared side by side

Odia - 1840
"ରାଜା ବେଲ୍ଶତ୍ସରଙ୍କ ରାଜତ୍ବର ତୃତୀୟ ବର୍ଷ ରେ ମୁଁ ଆଉ ଏକ ଦର୍ଶନ ପାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବେଲ୍ଶତ୍ସର ରାଜାର ରାଜତ୍ଵର ତୃତୀୟ ବର୍ଷରେ ମୁଁ ଦାନିୟେଲ ପ୍ରଥମ ଦର୍ଶନର ଉତ୍ତାରେ ଆଉ ଏକ ଦର୍ଶନ ପାଇଲି ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ମେଷ ଓ ଛାଗ ବିଷୟରେ ଦାନିୟେଲଙ୍କ ଦର୍ଶନ ରାଜା ବେ‌‌ଲ୍‌‌‌‌ଶତ୍ସରଙ୍କ ରାଜତ୍ୱର ତୃତୀୟ ବର୍ଷରେ ମୁଁ ଆଉ ଏକ ଦର୍ଶନ ପାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବେଲ୍‍ଶତ୍ସର ରାଜାର ରାଜତ୍ଵର ତୃତୀୟ ବର୍ଷରେ ମୁଁ ଦାନିୟେଲ ପ୍ରଥମ ଦର୍ଶନର ଉତ୍ତାରେ ଆଉ ଏକ ଦର୍ଶନ ପାଇଲି।
Odia IRV 2017 (ଓଡିଆ ବାଇବେଲ)
ବେଲ୍‍ଶତ୍ସର ରାଜାର ରାଜତ୍ଵର ତୃତୀୟ ବର୍ଷରେ ମୁଁ ଦାନିୟେଲ ପ୍ରଥମ ଦର୍ଶନର ଉତ୍ତାରେ ଆଉ ଏକ ଦର୍ଶନ ପାଇଲି।