Daniel 8:10 — Compare Translations
5 translations compared side by side
Odia - 1840
"ସହେି େଛାଟ ଶିଙ୍ଗଟି ଆକାଶ ପର୍ୟ୍ଯନ୍ତ ବଢିଲା। ଏହା ଆକାଶର କେତକେ ତାରାଙ୍କୁ ଭୂମିରେ ଖସାଇ ପକାଇଲା ଓ ସମାନଙ୍କେୁ ପାଦ ରେ ଦଳିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହା ଆକାଶମଣ୍ତଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଛୋଟ ଶିଙ୍ଗଟି ଆକାଶ ପର୍ଯ୍ୟନ୍ତ ବଢ଼ିଲା। ଏହା ଆକାଶର କେତେକ ତାରାଙ୍କୁ ଭୂମିରେ ଖସାଇ ପକାଇଲା ଓ ସେମାନଙ୍କୁ ପାଦରେ ଦଳିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାହା ଆକାଶମଣ୍ଡଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ତାହା ଆକାଶମଣ୍ଡଳର ବାହିନୀ ପର୍ଯ୍ୟନ୍ତ ହିଁ ବୃଦ୍ଧି ପାଇଲା ଓ ସେହି ବାହିନୀ ଓ ତାରାଗଣର କେତେକଙ୍କୁ ଭୂମିରେ ପକାଇ ସେମାନଙ୍କୁ ପଦ ତଳେ ଦଳିଲା।