Daniel 8:11 — Compare Translations

5 translations compared side by side

Odia - 1840
"ଆଉ ସହେି ଶିଙ୍ଗଟି ଅତି ବଳିଷ୍ଠ ହାଇେ ପରମେଶ୍ବରଙ୍କ ସ୍ବର୍ଗୀଯ ସୈନ୍ଯମାନଙ୍କ ଦଳପତି ବିରୁଦ୍ଧ ରେ ଗଲା, ଏହା ତାଙ୍କଠାରୁ ଦୈନ୍ଯଦିନ ହାମାେର୍ଥକ ବଳି ଛଡଇେ ନଲୋ ଓ ମନ୍ଦିରକୁ ଧ୍ବଂସ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସେ ବାହିନୀଗଣର ଅଧିପତି ବିରୁଦ୍ଧରେ ଆପଣାର ବଡ଼ାଇ କରି ତାହାଙ୍କଠାରୁ ନିତ୍ୟ ହୋମାର୍ଥକ ବଳି ଅପହରଣ କଲା ଓ ତାହାଙ୍କ ଧର୍ମଧାମ ନିପାତିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ଶିଙ୍ଗଟି ଅତି ବଳିଷ୍ଠ ହୋଇ ପରମେଶ୍ୱରଙ୍କ ସ୍ୱର୍ଗୀୟ ସୈନ୍ୟମାନଙ୍କ ଦଳପତି ବିରୁଦ୍ଧରେ ଗଲା, ଏହା ତାଙ୍କଠାରୁ ଦୈନନ୍ଦିନ ହୋମାର୍ଥକ ବଳି ଛଡ଼େଇ ନେଲା ଓ ମନ୍ଦିରକୁ ଧ୍ୱଂସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ସେହି ବାହିନୀଗଣର ଅଧିପତି ବିରୁଦ୍ଧରେ ଆପଣାର ବଡ଼ାଇ କରି ତାହାଙ୍କଠାରୁ ନିତ୍ୟ ହୋମାର୍ଥକ ବଳି ଅପହରଣ କଲା ଓ ତାହାଙ୍କ ଧର୍ମଧାମ ନିପାତିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ହଁ, ସେହି ବାହିନୀଗଣର ଅଧିପତି ବିରୁଦ୍ଧରେ ଆପଣାର ବଡ଼ାଇ କରି ତାହାଙ୍କଠାରୁ ନିତ୍ୟ ହୋମାର୍ଥକ ବଳି ଅପହରଣ କଲା ଓ ତାହାଙ୍କ ଧର୍ମଧାମ ନିପାତିତ ହେଲା।