Daniel 8:12 — Compare Translations
5 translations compared side by side
Odia - 1840
"ତା'ପ ରେ ନିତ୍ଯ ହାମବେଳି ବିରୁଦ୍ଧ ରେ ଦୋଷ କରିବାକୁ ଗୋଟିଏ ବାହୀନୀ ତାଙ୍କୁ ସମର୍ପିତ କଲେ। ଏହା ସତ୍ଯକୁ ତଳେ ପକାଇ ଦଲୋ, ଯାହା ଇଚ୍ଛା ତାହା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆଜ୍ଞା ଲଙ୍ଘନ ହେତୁରୁ ନିତ୍ୟ ହୋମବଳି ସହିତ ବାହିନୀ ତାହା ହସ୍ତରେ ସମର୍ପିତ ହେଲା ଓ ସେ ସତ୍ୟତାକୁ ଭୂମିରେ ନିପାତ କଲା, ଆଉ ସ୍ଵେଚ୍ଛାମତ କର୍ମ କରି ସଫଳତା ଲାଭ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ନିତ୍ୟ ହୋମବଳି ବିରୁଦ୍ଧରେ ଦୋଷ କରିବାକୁ ଗୋଟିଏ ବାହୀନୀ ତାଙ୍କୁ ସମର୍ପିତ କଲେ। ଏହା ସତ୍ୟକୁ ତଳେ ପକାଇ ଦେଲା, ଯାହା ଇଚ୍ଛା ତାହା କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆଜ୍ଞାଲଙ୍ଘନ ସକାଶୁ ନିତ୍ୟ ହୋମବଳି ସହିତ ବାହିନୀ ତାହା ହସ୍ତରେ ସମର୍ପିତ ହେଲା ଓ ସେ ସତ୍ୟତାକୁ ଭୂମିରେ ନିପାତ କଲା, ଆଉ ସ୍ଵେଚ୍ଛାମତ କର୍ମ କରି ସଫଳତା ଲାଭ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆଜ୍ଞା-ଲଙ୍ଘନ ସକାଶୁ ନିତ୍ୟ ହୋମବଳି ସହିତ ବାହିନୀ ତାହା ହସ୍ତରେ ସମର୍ପିତ ହେଲା ଓ ସେ ସତ୍ୟତାକୁ ଭୂମିରେ ନିପାତ କଲା, ଆଉ ସ୍ଵେଚ୍ଛାମତ କର୍ମ କରି ସଫଳତା ଲାଭ କଲା।