Daniel 8:13 — Compare Translations

5 translations compared side by side

Odia - 1840
"ତା'ପ ରେ ଏକ ପବିତ୍ର ସ୍ବର୍ଗଦୂତ କହିବାର ମୁଁ ଶୁଣିଲି। ତା'ପ ରେ ଅନ୍ୟ ଏକ ସ୍ବର୍ଗଦୂତ ଏହି ଦୂତକୁ ପଚାରିଲେ, କେତଦେିନ ପର୍ୟ୍ଯନ୍ତ ନିତ୍ଯ ହାମବେଳି ବିରୁଦ୍ଧ ରେ ଏହି ଦର୍ଶନ ରହିବ ଏବଂ କେତକୋଳ ପର୍ୟ୍ଯନ୍ତ ଏହି ଲୋମହର୍ଷକ ଦୋଷ ଗ୍ଭଲିବ ଯେ, ମନ୍ଦିର ଏହିପରି ଭାବରେ ପଦଦଳନ ହବୋକୁ ଅନୁମତି ହାଇେଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, ନିତ୍ୟ ହୋମବଳି ଓ ଧ୍ଵଂସକାରୀ ଆଜ୍ଞା ଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଏକ ପବିତ୍ର ସ୍ୱର୍ଗଦୂତ କହିବାର ମୁଁ ଶୁଣିଲି। ତା’ପରେ ଅନ୍ୟ ଏକ ସ୍ୱର୍ଗଦୂତ ଏହି ଦୂତକୁ ପଗ୍ଭରିଲେ, “କେତେଦିନ ପର୍ଯ୍ୟନ୍ତ ନିତ୍ୟ ହୋମବଳି ବିରୁଦ୍ଧରେ ଏହି ଦର୍ଶନ ରହିବ ଏବଂ କେତେକାଳ ପର୍ଯ୍ୟନ୍ତ ଏହି ଲୋମହର୍ଷକ ଦୋଷ ଗ୍ଭଲିବ ଯେ, ମନ୍ଦିର ଏହିପରି ଭାବରେ ପଦଦଳନ ହେବାକୁ ଅନୁମତି ହୋଇଛି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, “ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞାଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ?”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞା-ଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ?