Daniel 8:14 — Compare Translations
5 translations compared side by side
Odia - 1840
"ଅନ୍ୟ ପବିତ୍ର ବ୍ଯକ୍ତି ଉତ୍ତର କଲେ, ଏହା 2,300 ଦିନ ପର୍ୟ୍ଯନ୍ତ ଗ୍ଭଲିବ। ତା'ପ ରେ ଧର୍ମଧାମ ପ୍ରତିଷ୍ଠିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ମୋତେ କହିଲେ, ଦୁଇ ସହସ୍ର, ତିନି ଶତ ସନ୍ଧ୍ୟା ଓ ପ୍ରାତଃକାଳ ପର୍ଯ୍ୟନ୍ତ; ତହିଁ ଉତ୍ତାରେ ଧର୍ମଧାମ ପରିଷ୍କୃତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ପବିତ୍ର ବ୍ୟକ୍ତି ଉତ୍ତର କଲେ, “ଏହା 2300 ଦିନ ପର୍ଯ୍ୟନ୍ତ ଗ୍ଭଲିବ। ତା’ପରେ ଧର୍ମଧାମ ପ୍ରତିଷ୍ଠିତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ମୋତେ କହିଲେ, “ଦୁଇ ହଜାର ତିନି ଶହ ସନ୍ଧ୍ୟା ଓ ପ୍ରାତଃକାଳ ପର୍ଯ୍ୟନ୍ତ; ତହିଁ ଉତ୍ତାରେ ଧର୍ମଧାମ ପରିଷ୍କୃତ ହେବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ମୋତେ କହିଲେ, ଦୁଇ ହଜାର ତିନି ଶହ ସନ୍ଧ୍ୟା ଓ ପ୍ରାତଃକାଳ ପର୍ଯ୍ୟନ୍ତ; ତହିଁ ଉତ୍ତାରେ ଧର୍ମଧାମ ପରିଷ୍କୃତ ହେବ।