Daniel 8:15 — Compare Translations

5 translations compared side by side

Odia - 1840
"ଅନନ୍ତର ମୁଁ ଦାନିୟେଲ, ଏହି ଦର୍ଶନ ପାଇଲା ପ ରେ ତାହା ବୁଝିବା ପାଇଁ ଚେଷ୍ଠା କଲି। ଏବଂ ଜଣେ ମନୁଷ୍ଯ ପରି ଦଖାଯାେଉଥିବା ପ୍ରାଣୀ ମାେ ସମ୍ମୁଖ ରେ ଆର୍ବିଭାବ ହୋଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୁଁ ଦାନିୟେଲ ଏହି ଦର୍ଶନ ପାଇଲା ଉତ୍ତାରେ ତାହା ବୁଝିବା ପାଇଁ ଚେଷ୍ଟା କଲି; ଆଉ ଦେଖ, ମନୁଷ୍ୟାକୃତି ଏକ ବ୍ୟକ୍ତି ସମ୍ମୁଖରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାନିୟେଲଙ୍କ ଦର୍ଶନ ବ୍ୟାଖ୍ୟା କରାଗଲା ଅନନ୍ତର ମୁଁ, ଦାନିୟେଲ, ଏହି ଦର୍ଶନ ପାଇଲା ପରେ ତାହା ବୁଝିବା ପାଇଁ ଚେଷ୍ଠା କଲି। ଏବଂ ଜଣେ ମନୁଷ୍ୟ ପରି ଦେଖାଯାଉଥିବା ପ୍ରାଣୀ ମୋ’ ସମ୍ମୁଖରେ ଆବିର୍ଭାବ ହୋଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ଦାନିୟେଲ ଏହି ଦର୍ଶନ ପାଇଲା ଉତ୍ତାରେ ତାହା ବୁଝିବା ପାଇଁ ଚେଷ୍ଟା କଲି; ଆଉ ଦେଖ, ମନୁଷ୍ୟାକୃତି ଏକ ବ୍ୟକ୍ତି ସମ୍ମୁଖରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୁଁ ଦାନିୟେଲ ଏହି ଦର୍ଶନ ପାଇଲା ଉତ୍ତାରେ ତାହା ବୁଝିବା ପାଇଁ ଚେଷ୍ଟା କଲି; ଆଉ ଦେଖ, ମନୁଷ୍ୟାକୃତି ଏକ ବ୍ୟକ୍ତି ସମ୍ମୁଖରେ ଠିଆ ହେଲେ।