Daniel 8:16 — Compare Translations

5 translations compared side by side

Odia - 1840
"ପୁଣି ଉଲଯ ନଦୀ ମଧ୍ଯରୁ ମୁଁ ଏକ ମନୁଷ୍ଯର ସ୍ବର ଶୁଣିଲି। ସେ ଡାକି କହିଲା, ହେ ଗାବ୍ରିଯଲେ, ଏହି ମନୁଷ୍ଯକୁ ଦର୍ଶନର ତାତ୍ପର୍ୟ୍ଯ ବୁଝାଇ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଉଳୟ ନଦୀ ମଧ୍ୟରୁ ମୁଁ ମନୁଷ୍ୟର ରବ ଶୁଣିଲି, ସେ ଡାକି କହିଲେ, ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଉଲୟ ନଦୀ ମଧ୍ୟରୁ ମୁଁ ଏକ ମନୁଷ୍ୟର ସ୍ୱର ଶୁଣିଲି। ସେ ଡାକି କହିଲା, “ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଉଳୟ ନଦୀ ମଧ୍ୟରୁ ମୁଁ ମନୁଷ୍ୟର ରବ ଶୁଣିଲି, ସେ ଡାକି କହିଲେ, “ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଉଳୟ ନଦୀ ମଧ୍ୟରୁ ମୁଁ ମନୁଷ୍ୟର ରବ ଶୁଣିଲି, ସେ ଡାକି କହିଲେ, ହେ ଗାବ୍ରିଏଲ, ଏହି ମନୁଷ୍ୟକୁ ଦର୍ଶନର ତାତ୍ପର୍ଯ୍ୟ ବୁଝାଇ ଦିଅ।